News

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୪ ଅପ୍ରେଲରେ ବିହାର ଗସ୍ତ କରିବେ । ସେ ମଧୁବଣୀ ଯାତ୍ରା କରିବେ ଏବଂ ପ୍ରାୟ ୧୧:୪୫ ସମୟରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ ଅବସରରେ ଏକ କାର୍ଯ୍ୟକ୍ରମରେ ଯୋଗଦେବେ । ଏହି ଅବସରରେ ସେ ୧୩,୪୮୦ କୋଟି ଟଙ୍ ...